Breaking NewsFeaturedରାଜନୀତି

ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲ ଗୁଜରାଟ ହାଇକୋର୍ଟରୁ ଆଶ୍ୱସ୍ତି ପାାଇନାହାଁନ୍ତି

ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁଜରାଟ ହାଇକୋର୍ଟରୁ ଆଶ୍ୱସ୍ତି ପାାଇନାହାଁନ୍ତି।

କୋର୍ଟ କେଜ୍‌ରିଓ୍ବାଲଙ୍କ ସେହି ଆବେଦନକୁ ଖାରଜ କରିଛନ୍ତି, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ସୂଚନା ଦେବା ପାଇଁ କେନ୍ଦ୍ରୀୟ ସୂଚନା ଆୟୋଗର ଗୁଜରାଟ ବିଶ୍ୱବିଦ୍ୟାଳୟକୁ ଦେଇଥିବା ନିର୍ଦ୍ଦେଶକୁ ରଦ୍ଦ କରିବା ଆଦେଶ ଉପରେ ସମୀକ୍ଷା କରିବାକୁ ଅପିଲ କରିଥିଲେ।

Related Articles

Back to top button