Breaking NewsFeaturedଓଡ଼ିଶା
ଏମ୍ସରେ ନିକଟରେ ରାତିରେ ଖୋଲିବ ଆହର କେନ୍ଦ୍ର
ଏମ୍ସରେ ନିକଟରେ ରାତିରେ ଖୋଲିବ ଆହର କେନ୍ଦ୍ର । ବିଏସମି ପକ୍ଷରୁ ଏହି ଆହାର କେନ୍ଦ୍ର ଖୋଲାଯିବ। ଏହାର ଉଦଘାଟନ କରିଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ ।
ରାତି ସମୟରେ ରୋଗୀଙ୍କ ପରିବାରଲୋକଙ୍କୁ ସହାୟ ହେବ ଏହି ଆହାର କେନ୍ଦ୍ର। ୭ଦିନ ଯାକ ରାତିରେ ଖାଦ୍ୟ ମିଳିବ । ଦୁଇଟି ସେଣ୍ଟରରେ ରାତିରେ ୮୦୦ ମିଲ ମିଳିବ ବୋଲି ମେୟର ସୁଲୋଚନା ଦାସ କହିଛନ୍ତି।