ମନୋରଞ୍ଜନ

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଦ୍ବିତୀୟ ଥର ଗର୍ଭବତୀ !

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଦ୍ବିତୀୟ ଥର ଗର୍ଭବତୀ ଥିବା ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅନୁଷ୍କାଙ୍କ ଗର୍ଭବତୀ ଥିବା ଖବର ଭାଇରାଲ ହେବାରେ ଲାଗିଥିଲେ ବି ଅଭିନେତ୍ରୀ ବର୍ତ୍ତମାନ ପର୍ଯ୍ୟନ୍ତ ଏହା ଉପରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।

ହେଲେ ବାରମ୍ବାର ତାଙ୍କର ଅନେକ ଭିଡିଓ ଭାଇରାଲ ହେଉଛି, ଯାହା ସେ ଗର୍ଭବତୀ ଥିବା ନେଇ ପ୍ରମାଣ ଦେଉଛି। ପୂର୍ବରୁ କିଛି ଭିଡିଓ ସାମ୍ନାକୁ ଆସିଥିବା ବେଳେ ଏବେ ଦୀପାବଳି ପାର୍ଟିକୁ ଯିବା ସମୟର ଏକ ଭିଡିଓରେ ଅନୁଷ୍କାଙ୍କ ବେବି ବମ୍ପ ଦେଖାଯାଇଛି।

Related Articles

Back to top button