କ୍ରୀଡ଼ା

ବାଦ୍‌ ପଡ଼ିପାରନ୍ତି ହାର୍ଦ୍ଦିକ

ବିଶ୍ୱକପ୍‌ ୨୦୨୩ରେ ବାଲାଂଦେଶ ବିପକ୍ଷରେ ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ଆହତ ହୋଇଥିଲେ ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ତାଙ୍କ ଆଘାତ ଗମ୍ଭୀର ଥିବାରୁ ଏବେ ସେ ଫିଟ୍‌ ହେବାକୁ ସମୟ ଲାଗିପାରେ।

ପ୍ରଥମେ ସେ ବିଶ୍ୱକପ୍‌ ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜରୁ ବାଦ୍‌ ପଡ଼ିବା ନିଶ୍ଚିତ ବୋଲି କୁହାଯାଉଥିଲା। ଏବେ ନୂତନ ରିପୋର୍ଟ ମୁତାବକ ସେ ଦକ୍ଷିଣ ଆଫ୍ରିକା ଗସ୍ତରୁ ମଧ୍ୟ ବାଦ୍‌ ପଡ଼ିପାରନ୍ତି।

Related Articles

Back to top button