ମନୋରଞ୍ଜନ

ସାନ୍ତନୁଙ୍କ ପ୍ରେମରେ ଶ୍ରୁତି

କ୍ଷିିଣ ଓ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ହେଉଛନ୍ତି ଶ୍ରୁତି ହସନ। ସେ ଅଭିନୟ କରିବା ସହ ଗୀତ ମଧ୍ୟ ଗାଇବାକୁ ପସନ୍ଦ କରନ୍ତି।

ଅନେକ ସମୟରେ ତାଙ୍କ ପେସାଦାର ଜୀବନ ସହ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ହୁଏ। ଅନେକ ସମୟ‌ରେ ସେ ନିଜ ପ୍ରେମିକ ସାନ୍ତନୁ ହଜାରିକାଙ୍କ ସହ ଫଟୋ ସେୟାର କରୁଥିବା ଦେଖିବାକୁ ମିଳେ।

ତେବେ କିଛି ମାସ ହେଲାଣି ସେ ସାନ୍ତନୁଙ୍କ ସହ ପ୍ରେମ ସମ୍ପର୍କରେ ଥିବା ବେଳେ ଦୁହେଁ ଖୁବଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଏବେ ସେଭଳି କୌଣସି ଯୋଜନା ନଥିବା କହିଛନ୍ତି ଶ୍ରୁତି।

Related Articles

Back to top button