ମନୋରଞ୍ଜନ

କଙ୍ଗନା ୨୦୨୪ରେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ

ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ନିକଟରେ ତାଙ୍କର ଅଭିନୀତ ‘ତେଜସ’ ରିଲିଜ ହୋଇଥିଲା। ଫିଲ୍ମଟି ବକ୍ସ ଅଫିସରେ ସୁପରଫ୍ଲପ ସାବ୍ୟସ୍ତ ହୋଇଥିଲା।

କଙ୍ଗନା ୨୦୨୪ରେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଚର୍ଚ୍ଚା ହେଉଛି। ଏବେ କଙ୍ଗନା ଏନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। କଙ୍ଗନା ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ଭାଇରାଲ ଖବର ଉପରେ ପ୍ରତିକ୍ରିୟା ପ୍ରକାଶ କରି ଏହା ମିଥ୍ୟା ବୋଲି କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com