Featuredଓଡ଼ିଶା

ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।

ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର ପ୍ରସ୍ତାବକୁ ମଂଜୁରୀ ମିଳିଛି। ସେହିପରି ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା ଭୂମିହୀନଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବ।

Related Articles

Back to top button