ରାଜନୀତି

ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି

ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ଡିସେମ୍ବର ୬ କୁ ଦିଲ୍ଲୀରେ ଡାକିଥିଲେ।

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ଏବଂ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଏହି ବୈଠକରେ ଯୋଗଦେବାକୁ ମନା କରି ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com