ଅନ୍ୟାନ୍ୟ

ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ

ଯେକୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଯୌନ ନିର୍ଯାତନା ମାମଲାରେ ସୌରିନଙ୍କ ବିରୋଧରେ NBW ଜାରି କରିବା ଆବେଦନକୁ ଗ୍ରହଣ କରିଛନ୍ତି କୋର୍ଟ। ଏନବିଡବ୍ଲୁ ଜାରି କରିବାକୁ ପୋଲିସ କୋର୍ଟରେ ଆବେଦନ କରିଛି।

ତଦନ୍ତରେ ସହଯୋଗ କରୁନଥିବାରୁ ସୌରିନଙ୍କୁ ଯେକୌଣସି ସମୟରେ ପୋଲିସ ଗିରଫ କରିପାରେ। ଗତ ଜୁନ୍ ୧୨ ତାରିଖରେ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ନେଇ ଜଣେ ଯୁବତୀ କଟକ ମହିଳା ଥାନାରେ ସୌରିନଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ।

Related Articles

Back to top button