ମନୋରଞ୍ଜନ

‘ଆନିମଲ’ ପରେ ଅଭିନେତାଙ୍କୁ ରାମାୟଣରେ ଶ୍ରୀରାମଙ୍କ ଭୂମିକାରେ

‘ଆନିମଲ’ ପରେ ଅଭିନେତାଙ୍କୁ ରାମାୟଣରେ ଶ୍ରୀରାମଙ୍କ ଭୂମିକାରେ ତାଙ୍କୁ ଅଭିନୟ କରିବାର ଦେଖିବାକୁ ମିଳିବ। ଏହି ସିନେମାର ସୁଟିଂ ଖୁବଶୀଘ୍ର ଆରମ୍ଭ ହେବ ବୋଲି କୁହାଯାଉଛି।

ପୂର୍ବରୁ ଆଲିଆ ଭଟ୍ଟ ମାତା ସୀତା ଭୂମିକାରେ ଅଭିନୟ କରିବେ ବୋଲି ଚର୍ଚ୍ଚା ଥିଲା, କିନ୍ତୁ ତାରିଖ ସିଡ୍ୟୁଲ ହେତୁ ଆଲିଆ ଫିଲ୍ମରୁ ବାହାର ହୋଇଯାଇଥିଲେ। ବର୍ତ୍ତମାନ ନିର୍ମାତା ରାମ, ସୀତାଙ୍କ ଭୂମିକା ପାଇଁ ରଣବୀର-ସାଇ ପଲ୍ଲଭୀଙ୍କୁ କାଷ୍ଟ କରିଛନ୍ତି। ରିପୋର୍ଟ ଅନୁଯାୟୀ ଦକ୍ଷିଣ ସୁପରଷ୍ଟାର ୟଶଙ୍କୁ ଏହି ଚଳଚ୍ଚିତ୍ରରେ ରାବଣ ଭୂମିକାରେ ଦେଖିବାକୁ ମିଳିବ।

Related Articles

Back to top button