ଅନ୍ତର୍ଜାତୀୟ

ଉତ୍ତର କୋରିଆ ପୂର୍ବ ସାଗର ଆଡକୁ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି

ଉତ୍ତର କୋରିଆ ପୂର୍ବ ସାଗର ଆଡକୁ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ଜୋନ୍ହାପ ନ୍ୟୁଜ ଏଜେନ୍ସି ଦକ୍ଷିଣ କୋରିଆ ସେନା ପକ୍ଷରୁ ଏହା ନିଶ୍ଚିତ କରିଛି। ସୂଚନାଯୋଗ୍ୟ ଉତ୍ତର କୋରିଆ ଏକ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା ଜଣାପଡିଛି।

ଉତ୍ତର କୋରିଆ ଦ୍ୱାରା ନିକ୍ଷେପ କରାଯାଉଥିବା ଏହି ମିସାଇଲ ଏକ ଆନ୍ତଃମହାଦେଶୀୟ ବାଲିଷ୍ଟିକ କ୍ଷେପଣାସ୍ତ୍ର ବୋଲି କୁହାଯାଉଛି। କଟକଣାକୁ ବେଖାତିର କରି ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ପୁଣି ଆଣବିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି।

Related Articles

Back to top button