ଶିକ୍ଷା

ପ୍ରତି ସ୍କୁଲରେ ଆସନ୍ତା ବୋର୍ଡ ପରୀକ୍ଷାରେ ୩ ପ୍ରତିଶତ ଇ୧ ଗ୍ରେଡ ଓ ୫ ପ୍ରତିଶତ ଇ୨ ଗ୍ରେଡ ପାସ୍ ହାର ପାଇଁ ଟାର୍ଗେଟ ଦିଆଯାଇଛି

ଅନୁଗୁଳରେ ଜିଲ୍ଲାରେ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଥିବା ଦେଖିବାକୁ ମିଳିଛି। ଜିଲ୍ଲାର ପ୍ରତି ସ୍କୁଲରେ ଆସନ୍ତା ବୋର୍ଡ ପରୀକ୍ଷାରେ ୩ ପ୍ରତିଶତ ଇ୧ ଗ୍ରେଡ ଓ ୫ ପ୍ରତିଶତ ଇ୨ ଗ୍ରେଡ ପାସ୍ ହାର ପାଇଁ ଟାର୍ଗେଟ ଦିଆଯାଇଛି।

ଯେଉଁଥିପାଇଁ ବଡ଼ଦିନ ଛୁଟିରେ ବି ଏହି ଜିଲ୍ଲାର ସମସ୍ତ ସ୍କୁଲ ଖୋଲା ରହିବ। ଏନେଇ ଜିଲ୍ଲାର ସବୁ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଚିଠି କରି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।

Related Articles

Back to top button