ଅନ୍ୟାନ୍ୟ

ବେଆଇନ ଭାବେ ସମ୍ପତ୍ତି ଠୁଳ

ବେଆଇନ ଭାବେ ସମ୍ପତ୍ତି ଠୁଳ କରିଥିବା ମାମଲାରେ ମାଡ୍ରାସ ହାଇକୋର୍ଟ ତାମିଲନାଡୁର ଉଚ୍ଚଶିକ୍ଷା ମନ୍ତ୍ରୀ କେ ପୋନମୁଡିଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପୋନମୁଡି ଏବଂ ତାଙ୍କ ସ୍ତୀଙ୍କ କୋର୍ଟ ୫୦ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

ସେ ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଉଥିବାରୁ କୋର୍ଟ ମନ୍ତ୍ରୀଙ୍କ ଦଣ୍ଡକୁ ୩୦ ଦିନ ପାଇଁ ସ୍ଥଗିତ ରଖିଛନ୍ତି।

Related Articles

Back to top button