ଓଡ଼ିଶା
ହାଲୁକା ଶୀତ ସହ କୁହୁଡି କରିବ କଲବଲ
ହାଲୁକା ଶୀତ ସହ କୁହୁଡି କରିବ କଲବଲ। ଉପାନ୍ତରୁ ଉପକୂଳ ସବୁଠି ଘନ କୁହୁଡିର ଆସ୍ତରଣ ଅନୁଭୁତ ହେବ ।
ଆଜି ଘନ କୁହୁଡି ପାଇଁ ଉତ୍ତର ଉପକୂଳ ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର ୧୯ଟି ଜିଲ୍ଲାରେ ୨୦୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସତର୍କତା ପରେ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି ।