ଅନ୍ତର୍ଜାତୀୟ

ଡ. ମହମ୍ମଦ ୟୁନୁସ୍‌ଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ୬ ମାସ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି

ବାଂଲାଦେଶର ନୋବେଲ ବିଜୟୀ ଅର୍ଥନୀତିଜ୍ଞ ଡ. ମହମ୍ମଦ ୟୁନୁସ୍‌ଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ଅଦାଲତ ସୋମବାର ଦୋଷୀସାବ୍ୟସ୍ତ କରିବା ସହ ୬ ମାସ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।

ସାଧାରଣ ନିର୍ବାଚନ ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟରେ ୟୁନୁସ୍‌ଙ୍କୁ ଜେଲ ପଠାଯାଇଥିବା ତାଙ୍କ ସମର୍ଥକମାନେ କହିଛନ୍ତି। ଦାରିଦ୍ର୍ୟ ନିରାକରଣ ଅଭିଯାନ ଏବଂ ନିଜର ଗ୍ରାମୀଣ ବ୍ୟାଙ୍କ ଜରିଆରେ ବାଂଲାଦେଶକୁ ପରିଚୟ ଦେଇଥିବାରୁ ୨୦୦୬ରେ ସେ ନୋବେଲ ପୁରସ୍କାର ପାଇଥିଲେ।

Related Articles

Back to top button