ଓଡ଼ିଶା

ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ

ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ।

ନୂଆକରି ଯୋଡ଼ି ହୋଇଥିବା ଯୁବ ଭୋଟରଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ରେ ପହଞ୍ଚିଛି। ଏହି ତାଲିକାରେ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର ସାମିଲ ହୋଇଛନ୍ତି।

Related Articles

Back to top button