ଓଡ଼ିଶା

ହାଇଟେକ ଏସି ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି

ହାଇଟେକ ଏସି ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଦିଲ୍ଲୀପ ସାମନ୍ତରାୟ। ଗୁରୁତର ଥିବା ଦିଲୀପ ସାମନ୍ତରାୟ ଆଖି ବୁଜିଛନ୍ତି। ଏନେଇ ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଏସିରେ ଗ୍ୟାସ୍ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ଜଣେ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

Related Articles

Back to top button