ମନୋରଞ୍ଜନ

ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିଷୟରେ ସବୁକିଛି ଜାଣିବି ତାଙ୍କ ସହ ଜଡ଼ିତ ଥିଲେ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ଉଚ୍ଚନ୍ୟାୟାଳୟଙ୍କ ନିକଟରେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ବିରୋଧରେ ଏକ ଚାଞ୍ଚଲ୍ୟକର ଦାବି କରିଛନ୍ତି। ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିଷୟରେ ସବୁକିଛି ଜାଣିବି ତାଙ୍କ ସହ ଜଡ଼ିତ ଥିଲେ।

ଚନ୍ଦ୍ରଶେଖର ଦେଉଥିବା ଉପହାର ସବୁ ଠକେଇ ପଇସାର ଥିବା ବି ଅଭିନେତ୍ରୀ ଜାଣିଥିଲେ। ଏହାପରେ ବି ଜ୍ୟାକଲିନ ସେ ସମସ୍ତ ଉପହାରକୁ ସ୍ବୀକାର କରିଥିଲେ।

Related Articles

Back to top button