![](https://i0.wp.com/odia.mobilenews24x7.com/wp-content/uploads/2024/02/eyeing-2024-lok-sabha-elections-bjp-holds-training-on-booth-management.webp?resize=780%2C470&ssl=1)
୨୦୨୪ ନିର୍ବାଚନ ପାଇଁ ତତ୍ପର ବିଜେପି ଶିବିର। ଓଡ଼ିଶା ମୁହାଁ ଏବେ କେନ୍ଦ୍ରୀୟ ନେତୃତ୍ୱ । ଓଡ଼ିଶା ଗସ୍ତରେ ଆସୁଛନ୍ତି ଦଳର ବରିଷ୍ଠ ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ।
ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ସମୀକ୍ଷା କରିବେ। ଏହାପରେ ୧୫ ତାରିଖରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ମଧ୍ୟ ଓଡ଼ିଶା ଆସିବେ। ଗଡ଼କରୀଙ୍କ ପରେ ୨୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।