Featuredଓଡ଼ିଶାରାଜନୀତି

ରାହୁଲ ଗାନ୍ଧିଙ୍କ ପରେ ପ୍ରିୟଙ୍କା ଓ ସଚିନ୍ ପାଇଲଟ୍ ବି ଓଡ଼ିଶା ଆସିବେ

ରାହୁଲ ଗାନ୍ଧିଙ୍କ ପରେ ପ୍ରିୟଙ୍କା ଓ ସଚିନ୍ ପାଇଲଟ୍ ବି ଓଡ଼ିଶା ଆସିବେ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି।

ତାଙ୍କ ସହ ରାଜସ୍ଥାନ କଂଗ୍ରେସର ପୋଷ୍ଟର୍ ବୟ୍ ସଚିନ୍ ପାଇଲଟ୍ ବି ଓଡ଼ିଶା ଆସି ବିଭିନ୍ନ ଜିଲ୍ଲାରେ ପ୍ରଚାର କରିବେ। ତାସହ ପୁଣି ଥରେ ରାହୁଲ ଗାନ୍ଧିଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି ବୋଲି ସେ ସୂଚନା ଦେଇଛନ୍ତି।

Related Articles

Back to top button