ଜାତୀୟରାଜନୀତି

ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ

ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ । ହଠାତ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

ଏହି କାରଣରୁ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଅଂଶଗ୍ରହଣ କରିପାରିବେ ନାହିଁ। ସେ କହିଛନ୍ତି ଯେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ମାତ୍ରେ ସେ ଏହି ଯାତ୍ରାର ସାମିଲ ହେବେ।

Related Articles

Back to top button