ଓଡ଼ିଶାକ୍ରୀଡ଼ା

ରାଜ୍ୟରେ କ୍ରିକେଟର ବିକାଶ ପାଇଁ ଆଗଇ ଆସିଛନ୍ତି ରାଜ୍ୟ ସରକାର

ରାଜ୍ୟରେ କ୍ରିକେଟର ବିକାଶ ପାଇଁ ଆଗଇ ଆସିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମକୁ ନବକଳେବର କରାଯାଉଛି।

ଏଥି ଲାଗି ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାପଡିଛି। ତେବେ ଆସନ୍ତା ୨୭ରେ ରାଜ୍ୟର ଏକମାତ୍ର ଏହି ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ।

Related Articles

Back to top button