ଜାତୀୟ

ଡେରା ସଚ୍ଚା ସୌଦା ମୁଖ୍ୟ ରାମ ରହିମଙ୍କୁ ବାରମ୍ବାର ପାରୋଲ ପ୍ରଦାନ ମାମଲାରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କଠୋରତା ପ୍ରଦର୍ଶନ କରିଛନ୍ତି।

ଡେରା ସଚ୍ଚା ସୌଦା ମୁଖ୍ୟ ରାମ ରହିମଙ୍କୁ ବାରମ୍ବାର ପାରୋଲ ପ୍ରଦାନ ମାମଲାରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କଠୋରତା ପ୍ରଦର୍ଶନ କରିଛନ୍ତି।

ଭବିଷ୍ୟତରେ କୋର୍ଟଙ୍କ ଅନୁମତି ବିନା ରାମ ରହିମଙ୍କୁ ପାରୋଲ ଦିଆଯିବା ଉଚିତ ନୁହେଁ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ରାମ ରହିମଙ୍କ ପାରୋଲ ମାର୍ଚ୍ଚ ୧୦ରେ ଶେଷ ହେଉଛି ଏବଂ ସେହି ଦିନ ଡେରା ମୁଖ୍ୟଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଛି।

Related Articles

Back to top button