ଓଡ଼ିଶା

ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି

ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ୧୨ ମାସ ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com