ଓଡ଼ିଶା

ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନାହିଁ

ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନାହିଁ। ଏହାରି ମଧ୍ୟରେ ରାଜ୍ୟ ବିଜେପି ନେତାଙ୍କୁ ପୁଣି ଥରେ ଦିଲ୍ଲୀ ଡାକରା ହୋଇଛି।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ଏବଂ ବିଜେପି ରାଜ୍ୟ ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ରାଜ୍ୟ ବିଜେପି ନେତାଙ୍କ ଗସ୍ତ ପରେ ବିଜେଡି ସହ ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଆରମ୍ଭ ‌ହୋଇଯାଇଛି।

Related Articles

Back to top button