ମନୋରଞ୍ଜନ

ବଲିଉଡର ପ୍ରସିଦ୍ଧ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ରାଜନୀତିରେ ପ୍ରବେଶ କରିବା ନେଇ ଘୋଷଣା କରିଛନ୍ତି

ବଲିଉଡର ପ୍ରସିଦ୍ଧ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ରାଜନୀତିରେ ପ୍ରବେଶ କରିବା ନେଇ ଘୋଷଣା କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏନେଇ ଏକ ପୋଷ୍ଟ କରିଛନ୍ତି ।

ଲୋକସଭା ନିର୍ବାଚନ ପୂର୍ବରୁ ସେ ରାଜନୀତିରେ ଏଣ୍ଟ୍ରି କରିଛନ୍ତି । ଆନ୍ଧ୍ରପ୍ରଦେଶର ପୀଥାପୁରମ ଆସନରୁ ନିର୍ବାଚନ ଲଢିବା ନେଇ ସୂଚନା ଦେଇଛନ୍ତି ।

Related Articles

Back to top button