ଓଡ଼ିଶା

ବରିଷ୍ଠ ଆଇପିଏସ ଅଫିସର ସାରା ଶର୍ମା ହେଲେ ସିବିଆଇ ଡିଆଇଜି

ବରିଷ୍ଠ ଆଇପିଏସ ଅଫିସର ସାରା ଶର୍ମା ହେଲେ ସିବିଆଇ ଡିଆଇଜି। ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାରା ଶର୍ମାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ରେ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବେ ୫ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଛି।

୨୦୧୦ ବ୍ଯାଚ୍ ଓଡ଼ିଶା କ୍ଯାଡର ଆଇପିଏସ ଅଫିସର ସାରା ଶର୍ମାଙ୍କୁ ସିବିଆଇର ଡିଆଇଜି ଭାବେ ନିଯୁକ୍ତି ମିଳିଛି ।

Related Articles

Back to top button