ଓଡ଼ିଶା

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗତ ପାଞ୍ଚ ବର୍ଷରେ ଓଡିଶାକୁ ମିଳିଛି ଉଲ୍ଲେଖନୀୟ ସଫଳତା

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗତ ପାଞ୍ଚ ବର୍ଷରେ ଓଡିଶାକୁ ମିଳିଛି ଉଲ୍ଲେଖନୀୟ ସଫଳତା। ସଫଳ ବିପର୍ଯ୍ୟୟ ପରିଚାଳନା ପାଇଁ ଜାତୀୟ ସ୍ତରରେ ଓଡିଶା ପୁରସ୍କୃତ ହୋଇଛି।

ରାଜ୍ୟ ସରକାର ଗ୍ରହଣ କରିଥିବା ଏକାଧିକ ପଦକ୍ଷେପ ଯୋଗୁଁ ଏଭଳି ସଫଳତା ମିଳିଥିବା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର ଓ ଡକ୍ଟର ସସ୍ମିତ ପାତ୍ର।

Related Articles

Back to top button