ଜାତୀୟ

ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟ କୌଣସି ଆଶ୍ୱସ୍ତି ଦେଇନାହାନ୍ତି

ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟ କୌଣସି ଆଶ୍ୱସ୍ତି ଦେଇନାହାନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ରେ ହେବ।

ଅରବିନ୍ଦ କେଜ୍ରିୱାଲ ବୁଧବାର ଦିଲ୍ଲୀ ହାଇକୋର୍ଟଙ୍କୁ ଇଡି ହେପାଜତରୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେବାକୁ ଆବେଦନ କରିଥିଲେ। କେଜ୍ରିୱାଲ ଯୁକ୍ତି ବାଢ଼ିଥିଲେ ଯେ ନିର୍ବାଚନ ସମୟରେ ତାଙ୍କୁ ଗିରଫ କରିବା ସମ୍ବିଧାନର ମୌଳିକ ଢାଞ୍ଚା ବିରୁଦ୍ଧରେ।

Related Articles

Back to top button