ଓଡ଼ିଶା

5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ସୁରକ୍ଷା ସଂପର୍କିତ RTI କପିକୁ ଜାଲ୍ ବୋଲି କହିଛନ୍ତି ପୁଲିସ କମିଶନର ସଞ୍ଜିବ ପଣ୍ଡା

5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ସୁରକ୍ଷା ସଂପର୍କିତ RTI କପିକୁ ଜାଲ୍ ବୋଲି କହିଛନ୍ତି ପୁଲିସ କମିଶନର ସଞ୍ଜିବ ପଣ୍ଡା। ସାମ୍ବାଦିକ ସମ୍ମିଳନୀରେ ସିପି କହିଛନ୍ତି- ଆମ ପକ୍ଷରୁ ଏଭଳି କୌଣସି ଡକ୍ୟୁମେଣ୍ଟ ଦିଆଯାଇନି।

ସୂଚନା ଅଧିକାର କର୍ମୀ ଫେକ୍ ଡକ୍ୟୁମେଣ୍ଟ ଦେଖାଇ ପ୍ରେସମିଟ୍ କରିଥିଲେ। ସୂଚନା ଅଧିକାର କର୍ମୀଙ୍କ ନାଁରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।

Related Articles

Back to top button
WP Twitter Auto Publish Powered By : XYZScripts.com