ଓଡ଼ିଶା
ଚଳିତ ବର୍ଷ ଏପ୍ରିଲ ମାସରେ ସର୍ବାଧିକ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ
ତାତିରେ ହେବ ରେକର୍ଡ। ଚଳିତ ବର୍ଷ ଏପ୍ରିଲ ମାସରେ ସର୍ବାଧିକ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ। ରାଜ୍ୟକୁ ବର୍ତ୍ତମାନ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରୁ ଗରମ ଶୁଷ୍କ ପବନ ପ୍ରବାହିତ ହେଉଥିବାରୁ ତାପମାତ୍ରା ବୃଦ୍ଧି ପାଉଛି।
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ। ପ୍ରଭାବରେ ବୁଧବାର ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।