କ୍ରୀଡ଼ା

ପାକିସ୍ତାନ କ୍ରିକେଟ୍‌ ବୋର୍ଡର ପୋଲ୍‌ ଖୋଲିଯାଇଛି

ପାକିସ୍ତାନ କ୍ରିକେଟ୍‌ ବୋର୍ଡର ପୋଲ୍‌ ଖୋଲିଯାଇଛି। ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ଦଳର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମହମ୍ମଦ ହାଫିଜଙ୍କୁ ଟଙ୍କା ଦେଇନାହାଁନ୍ତି।

ହାଫିଜ ୧୫ ନଭେମ୍ବର ୨୦୨୩ରେ ପାକିସ୍ତାନ କ୍ରିକେଟ ଦଳର ନିର୍ଦ୍ଦେଶକ ହୋଇଥିଲେ। ତାଙ୍କର କାର୍ଯ୍ୟକାଳ ୧୫ ଫେବୃଆରୀ ୨୦୨୪ରେ ଶେଷ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ଟଙ୍କା ପ୍ରଦାନ କରାଯାଇ ନାହିଁ। ଏହା ବ୍ୟତୀତ ଗତ ବର୍ଷ ବିଭିନ୍ନ ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟରେ ଖେଳିଥିବା ପାକିସ୍ତାନୀ କ୍ରିକେଟରମାନେ ଟଙ୍କା ପାଇନାହାଁନ୍ତି।

Related Articles

Back to top button