ଓଡ଼ିଶା
ପୁଣି ଚର୍ଚ୍ଚାକୁ ଫେରିଲେ ପିନାକୀ ମିଶ୍ର

ପୁଣି ଚର୍ଚ୍ଚାକୁ ଫେରିଲେ ପିନାକୀ ମିଶ୍ର । ପୁରୀ ସାଂସଦଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଯାଇଛନ୍ତି ବିଜେଡି ସାଂସଦ । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି ମହୁଆଙ୍କ ପୂର୍ବତନ ପୁରୁଷ ବନ୍ଧୁ ଜୟ ଅନନ୍ତଙ୍କ ବିରୋଧରେ ମାନହାନି ମାମଲା
କରିଛନ୍ତି ପିନାକୀ ମିଶ୍ର ।ତାଙ୍କୁ ଆପତ୍ତିଜନକ ନାଁରେ ସମ୍ବୋଧନ କରିବା ସହ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା ଆବେଦନରେ ଦର୍ଶାଇଛନ୍ତି ପିନାକୀ ।