ଜାତୀୟ

ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ ମତଦାନ। ୧୩ ରାଜ୍ୟର ୮୯ ଆସନରେ ହେବ ଭୋଟ

ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ ମତଦାନ। ୧୩ ରାଜ୍ୟର ୮୯ ଆସନରେ ହେବ ଭୋଟ। ୧୨୧୦ ପ୍ରାର୍ଥୀଙ୍କ ଭାଗ୍ଯ ବି ହେବ ନିର୍ଦ୍ଧାରଣ। ମଇଦାନରେ ୧୦୦ ମହିଳା ପ୍ରାର୍ଥୀ ଥିବାବେଳେ ୩୯୦ କୋଟିପତି ପ୍ରାର୍ଥୀ ରହିଛନ୍ତି।

ସାରା ଦେଶବାସୀଙ୍କ ନଜର ରହିଛି କେରଳ ୱାୟନାଡ ସିଟ୍ ଉପରେ। ଏଠାରେ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେଠାରେ ଇଣ୍ଡିଆ ମେଣ୍ଟ ବିଫଳ ହୋଇଥିବାରୁ ରାହୁଲ ସଙ୍କଟର ସମ୍ମୁଖୀନ ହୋଇପାରନ୍ତି।

Related Articles

Back to top button