ଜାତୀୟ

ପାଟନା ରେଳ ଷ୍ଟେସନ ଜଙ୍କସନରେ ଥିବା ଏକ ହୋଟେଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା

ପାଟନା ରେଳ ଷ୍ଟେସନ ଜଙ୍କସନରେ ଥିବା ଏକ ହୋଟେଲରେ ଗୁରୁବାର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା। ୨୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇଛି।

ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ରାଜୀବ ମିଶ୍ରଙ୍କ ସୂଚନା ଅନୁଯାୟୀ, ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ଏହି କୋଠାରୁ ଅଗ୍ନିଶମ ବାହିନୀ ୨୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରିଛନ୍ତି।

Related Articles

Back to top button