ଓଡ଼ିଶା

କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ସାକ୍ଷାତ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ସାକ୍ଷାତ କରିଛନ୍ତି।

ସୌଜନ୍ୟମୂଳକ ସାକ୍ଷାତ ସହ ତାଙ୍କ ଆଶୀର୍ବାଦ କାମନା କରିଥିବା ସୋସିଆଲ ମିଡିଆରେ ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ହେଲେ ନିର୍ବାଚନ ସମୟରେ ଏଭଳି ଭେଟଘାଟ୍ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

Related Articles

Back to top button