ମନୋରଞ୍ଜନ

ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ

ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି।

ମିସ୍‌ ଏସିଆ ୨୦୦୦ ଟାଇଟଲ୍‌ ଜିତିଥିବା ଦିୟା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରୁହନ୍ତି। ସୋମବାର ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଦିୟା ତାଙ୍କ ପୁଅ ଅଭ୍ୟାନଙ୍କ ସହ ୱାର୍କ୍‌ଆଉଟ୍‌ କରୁଛନ୍ତି।

Related Articles

Back to top button