ଜାତୀୟ

ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀଙ୍କ ବିଜେପି ସରକାରରୁ ତିନି ଜଣ ନିର୍ଦ୍ଦଳୀୟ ବିଧାୟକ ସମର୍ଥନ ପ୍ରତ୍ୟାହାର କରିବା ପରେ, ଏବେ ହରିୟାଣାରେ ରାଜନୈତିକ ଅସ୍ଥିରତା ଦେଖିବାକୁ ମିଳିଛି

ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀଙ୍କ ବିଜେପି ସରକାରରୁ ତିନି ଜଣ ନିର୍ଦ୍ଦଳୀୟ ବିଧାୟକ ସମର୍ଥନ ପ୍ରତ୍ୟାହାର କରିବା ପରେ, ଏବେ ହରିୟାଣାରେ ରାଜନୈତିକ ଅସ୍ଥିରତା ଦେଖିବାକୁ ମିଳିଛି ।

ମିଳିଥିବା ସୂଚନା ମୁତାବକ, ଖୁବଶୀଘ୍ର ହରିୟାଣାରେ ସରକାର ଫ୍ଲୋର ଟେଷ୍ଟ ପାସ୍ କରିବାକୁ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିପାରେ । ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଦାବି କରିଛନ୍ତି ଯେ, ହରିୟାଣା ବିଧାନସଭାରେ ଫ୍ଲୋର ଟେଷ୍ଟ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com