ଜାତୀୟ

ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତି ସମାନ୍ୟ କମିଛି

ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତି ସମାନ୍ୟ କମିଛି। ଏପ୍ରିଲ ମାସରେ ମୁଦ୍ରାସ୍ଫୀତି ୪.୮୩% ରେକର୍ଡ କରାଯାଇଛି। ମାର୍ଚ୍ଚ ଏହା ୪.୮୫% ରହିଥିଲା। ମୁଦ୍ରାସ୍ଫୀତି ସମ୍ପର୍କରେ ଆଜି ସରକାରଙ୍କ ପକ୍ଷରୁ ତଥ୍ୟ ଜାରି କରାଯାଇଛି।

ସିପିଆଇ ବାସ୍କେଟର ପ୍ରାୟ ଅଧା ଅବଦାନ ଖାଦ୍ୟ ମୁଦ୍ରାସ୍ଫୀତି ଉପରେ ନିର୍ଭର କରେ। ସିପିଆଇ ମୁଦ୍ରାସ୍ଫୀତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ସବୁବେଳେ ୨ରୁ ୬% ରଖିବା ଉପରେ ଗୁରୁତ୍ୱ ଦେଇଥାଏ।

Related Articles

Back to top button
WP Twitter Auto Publish Powered By : XYZScripts.com