ମନୋରଞ୍ଜନ

ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଦେଖିବାକୁ ମିଳିଥିଲା

ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଦେଖିବାକୁ ମିଳିଥିଲା। ସେ ତାଙ୍କ ସ୍ବାମୀ ଏବଂ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ସମର୍ଥନ କରିବାକୁ ଆସିଥିଲେ।

ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେବା ପରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ପ୍ରଥମଥର ପାଇଁ ଷ୍ଟାଡିୟମରେ ନଜର ଆସିଥିଲେ। ଏହି ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଚାଲିଥିଲା। ଏହି ମ୍ୟାଚ୍‌ରେ ଆରସିବି ଡିସିକୁ ୪୭ ରନରେ ପରାସ୍ତ କରିଛି।

Related Articles

Back to top button