ମନୋରଞ୍ଜନ

ସୋସିଆଲ ମିଡିଆ ସେନ୍‌ସେସ୍ ଉର୍ଫି ଜାଭେଦ ପୁଣିଥରେ ତାଙ୍କ ଚେହେରା ଦ୍ୱାରା ଲୋକଙ୍କୁ ଚକିତ କରିଛନ୍ତି

ସୋସିଆଲ ମିଡିଆ ସେନ୍‌ସେସ୍ ଉର୍ଫି ଜାଭେଦ ପୁଣିଥରେ ତାଙ୍କ ଚେହେରା ଦ୍ୱାରା ଲୋକଙ୍କୁ ଚକିତ କରିଛନ୍ତି। ଏଥର ସେ ଏମିତି କିଛି କରିଛନ୍ତି ଯାହାକୁ ଦେଖି ଯେକେହି ବି ଆଶ୍ଚର୍ଯ୍ୟ ହେବ।

ତାଙ୍କ ପ୍ରଶଂସକମାନେ ତ ଭାବୁଛନ୍ତି ସେମାନେ ବୋଧହୁଏ ସ୍ୱପ୍ନ ଦେଖୁଛନ୍ତି।ଉର୍ଫିଙ୍କ ଏହି ନୂଆ ଲୁକ୍‌କୁ ବିଶ୍ୱାସ କରିବା କଷ୍ଟକର। ଏଥର ତାଙ୍କର ଅବସ୍ଥା ସଂପୂର୍ଣ୍ଣ ବଦଳି ଯାଇଛି। ବର୍ତ୍ତମାନ ସେ କୌଣସି ପ୍ରକାରର ପ୍ଲାଷ୍ଟିକ୍ ସର୍ଜରୀ କରିନାହାଁନ୍ତି, ଏହା ସତ୍ତ୍ୱେ ସେ ପୂର୍ବଠାରୁ ସମ୍ପୂର୍ଣ୍ଣ ଭିନ୍ନ ଦେଖାଯାଉଛନ୍ତି।

Related Articles

Back to top button