ଜାତୀୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ ଲଢ଼ିବା ଓ ନିର୍ବାଚନ ପ୍ରକ୍ରିୟାରୁ ୬ ବର୍ଷ ପାଇଁ ବ୍ୟାନ କରିବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ ଲଢ଼ିବା ଓ ନିର୍ବାଚନ ପ୍ରକ୍ରିୟାରୁ ୬ ବର୍ଷ ପାଇଁ ବ୍ୟାନ କରିବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।
ସେ ୨୦୨୪ ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ବେଳେ ଘୃଣା ସୃଷ୍ଟିକାରୀ ବୟାନ ଦେଇଛନ୍ତି ଓ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଥିବା ଅଭିଯୋଗ କରି ଏପରି ଆବେଦନ ସୁପ୍ରିମକୋର୍ଟରେ ଦାଖଲ କରାଯାଇଥିଲା।