ରାଜନୀତି

ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି

୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ବାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com