ଓଡ଼ିଶା
ରାଜ୍ୟରେ ଆସନ୍ତା ୨୫ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି
![](https://i0.wp.com/odia.mobilenews24x7.com/wp-content/uploads/2024/05/deepD-rains.jpg?resize=780%2C470&ssl=1)
ରାଜ୍ୟରେ ଆସନ୍ତା ୨୫ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବିଭିନ୍ନ ମଡେଲ ଜରିଆରେ ଏହା ଅନୁମାନ କରାଯାଇଛି ।
ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇ ପୂର୍ବ ଭାରତ ଉପକୂଳ ଆଡ଼କୁ ମୁହାଁଇବା ସହ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ତେବେ ଏହା ମିଆଁମାର କିମ୍ବା ବାଂଲାଦେଶ ଆଡ଼କୁ ରହିପାରେ ବୋଲି ଜଣାପଡ଼ିଛି ।