ଜାତୀୟ

ଜେଡିଏସ୍‌ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନା ଅଶ୍ଳୀଳ ଭିଡିଓ ଭାଇରାଲ ମାମଲାରେ ଆସିଛି ନୂଆ ମୋଡ଼

ଜେଡିଏସ୍‌ ସାଂସଦ ପ୍ରଜ୍ଜ୍ୱଳ ରେଭାନ୍ନା ଅଶ୍ଳୀଳ ଭିଡିଓ ଭାଇରାଲ ମାମଲାରେ ଆସିଛି ନୂଆ ମୋଡ଼ । ବିଜେପି ନେତା ଦେବରାଜେ ଗୌଡ଼ା ଆଣିଛନ୍ତି ସାଂଘାତିକ ଅଭିଯୋଗ ।

ଏହି ସେକ୍ସ ଟେପ୍‌ ମାମଲାରେ କୁମାରସ୍ୱାମୀଙ୍କୁ ଫସାଇବା ନିମନ୍ତେ କର୍ଣ୍ଣାଟକାର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ତାଙ୍କୁ ଶହେ କୋଟିର ଲାଞ୍ଚ ଯାଚିଥିବା ଅଭିଯୋଗ କରିଛନ୍ତି। ଦେବରାଜେ ଗୌଡ଼ା ଏକ ଯୌନ ଉତ୍ପୀଡ଼ନ ମାମଲାରେ ଏକ ଜେଲ୍‌ ହାଜତରେ ଅଛନ୍ତି।

Related Articles

Back to top button