ଓଡ଼ିଶା
ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି
ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି। ୨୩ରୁ ସମୁଦ୍ର ମନା । ଏ ନେଇ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
୨୨ ମେ’ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଝଟକା ପବନର ଗତି ୬୦କିମି ପ୍ରତି ଘଣ୍ଟା ହେବାର ଅନୁମାନ କରାଯାଇଛି। ୨୪ ସକାଳୁ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି।