ଓଡ଼ିଶାରାଜନୀତି

ଜଗନ୍ନାଥ ହେଉଛନ୍ତି ମୋଦିଙ୍କ ଭକ୍ତ

ଜଗନ୍ନାଥ ହେଉଛନ୍ତି ମୋଦିଙ୍କ ଭକ୍ତ। ମହାପ୍ରଭୁଙ୍କ ମାଟିରେ ଛିଡ଼ା ହୋଇ ଏଭଳି ଅହଂକାରର କଥା କହିଛନ୍ତି ପୁରୀ ବିଜେପି ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର।

ବଡ଼ଦାଣ୍ଡରେ ଛିଡ଼ା ହୋଇ ଗଣମାଧ୍ଯମକୁ ସମ୍ବିତ ଦେଇଥିବା ଏଭଳି ଅରୁଚିକର ପ୍ରତିକ୍ରିୟା ଆଜି ଲକ୍ଷଲକ୍ଷ ଜଗନ୍ନାଥପ୍ରେମୀଙ୍କ ମନରେ ଆଘାତ ଦେଇଛି। ସାରା ରାଜ୍ଯରେ ଏହାକୁ ନେଇ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଏମତିରେ ଚଳିତ ନିର୍ବାଚନରେ ଲଢେଇ ପୂର୍ବରୁ ବିଜେପି ପ୍ରସଙ୍ଗହୀନ ହୋଇ ପଡିଛି।

Related Articles

Back to top button
WP Twitter Auto Publish Powered By : XYZScripts.com