ଜାତୀୟ

ଭାରତୀୟ ରେସଲିଂର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହ କୋର୍ଟରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିଛନ୍ତି

ଭାରତୀୟ ରେସଲିଂର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହ କୋର୍ଟରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିଛନ୍ତି। ତାଙ୍କ ବିରୋଧରେ ଦେଶର ୫ ଜଣ ପ୍ରତିଷ୍ଠିତ ମହିଳା ରେସଲର ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ।

ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କ ବିରୋଧରେ ଚାର୍ଜଫ୍ରେମ ମଧ୍ୟ କରିଛନ୍ତି। ତଥାପି ବ୍ରିଜ ଭୂଷଣ କିଛି ଭୁଲ କରି ନଥିବା ସଫେଇ ଦେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com