ଅନ୍ତର୍ଜାତୀୟ

ଗତବର୍ଷ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ୍‌ ଉପରେ ଆକ୍ରମଣର ପରିଣତି ସ୍ବରୂପ ଗାଜା ଯୁଦ୍ଧ ହୋଇଥିଲା

ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ ଗିରଫ ପରଓ୍ବାନା ଜାରି କରିବା ନିମନ୍ତେ ଏହାର ମୁଖ୍ୟ ପ୍ରସିକ୍ୟୁଟର ଆବେଦନ କରିଛନ୍ତି। ଗତବର୍ଷ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ୍‌ ଉପରେ ଆକ୍ରମଣର ପରିଣତି ସ୍ବରୂପ ଗାଜା ଯୁଦ୍ଧ ହୋଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com