ଓଡ଼ିଶା

ଏଣିକି ଆଉ ଡ୍ରାଇଭିଂ ଲାଇସେନ୍ସ ପାଇଁ ଅପେକ୍ଷା କରିବାକୁ ପଡ଼ିବନି

ଏଣିକି ଆଉ ଡ୍ରାଇଭିଂ ଲାଇସେନ୍ସ ପାଇଁ ଅପେକ୍ଷା କରିବାକୁ ପଡ଼ିବନି। ସଡ଼କ ଓ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଜୁନ ୧ରୁ ନୂଆ ନିୟମ ଲାଗୁ ହେବାକୁ ଯାଉଛି।

ଏହି ନିୟମ ଅନୁସାରେ, ସରକାରଙ୍କ ଦ୍ୱାରା ଅନୁମୋଦିତ ଘରୋଇ ଡ୍ରାଇଭିଂ ଟ୍ରେନିଂ ସେଣ୍ଟରରେ ଡ୍ରାଇଭିଂ ଟେଷ୍ଟ ଦେଇପାରିବେ। ଜୁନ ୧ ରୁ ଆବେଦନକାରୀମାନେ ଆରଟିଓ ବଦଳରେ ସରକାରଙ୍କ ଦ୍ୱାରା ଅନୁମୋଦିତ ଘରୋଇ ଡ୍ରାଇଭିଂ ଟ୍ରେନିଂ ସେଣ୍ଟରରେ ଡ୍ରାଇଭିଂ ଟେଷ୍ଟ ଦେଇପାରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com